ରାତି ଗୋଟାଏ ସମୟରେ ଏହି ଦୁର୍ଘଟଣା ଘଟିଥିବାବେଳେ ସମସ୍ତଙ୍କୁ ବୁର୍ଲା ମେଡିକାଲରେ ଭର୍ତି କରାଯାଇଥିଲା । ସେଠାରେ ୩ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ସମସ୍ତ ମୃତାହତ ହୀରାକୁଦ ଅଂଚଳର ବୋଲି ଜଣାପଡିଛି ।
ମର୍ମନ୍ତୁଦ ସଡକ ଦୁର୍ଘଟଣାରେ 3 ମୃତ

ସମ୍ୱଲପୁର: ସମ୍ବଲପୁର - ବରେଇପାଲି ଛକରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ୩ ମୃତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ୨ଟି ବାଇକରେ ୪ ଜଣ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପନିଛି ।
Download Argus News App
