ପଣ୍ଡାପଡ଼ା ଥାନା ବସନ୍ତପୁର ନିକଟରେ ଦୁର୍ଘଟଣା ଘଟିଛି। ଅଟୋ ଓ ପିକଅପ୍ ଭ୍ୟାନ ମଧ୍ୟରେ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାୟକୁ ସ୍ଥନାନ୍ତର । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

ଅର୍ଗସ ବ୍ୟୁରୋ: ମମର୍ସନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ। କେନ୍ଦୁଝରରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ୫ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି।
Download Argus News App
