ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କା ହେବ । ବିପୁଳ ପରିମାଣର ବ୍ରାଉନସୁଗାର ଜବତ ନେଇ ପୁରୀ SP ସୂଚନା ଦେଇଛନ୍ତି।
ମଙ୍ଗଳାଘାଟ ଛକରୁ ୩ କେଜି ବ୍ରାଉନସୁଗାର ଜବତ
ନଦୀ ପହଁରି ପାର୍ ହେଉଥିଲେ, ଭାସିଗଲେ

ପୁରୀ: ପୁରୀ ସଦର ବ୍ଲକ ରତ୍ନଚିରା ନଦୀରେ ଭାସିଗଲେ ବୃଦ୍ଧ । ନଦୀ ପାର ବେଳେ ଭାସିଗଲେ ଖଣ୍ଡିଘର ଗ୍ରାମର ଭିମସେନ ସ୍ୱାଇଁ । ଗଉଡିକେରା ଗ୍ରାମରୁ କୋରଙ୍ଗା ଗ୍ରାମକୁ ରତ୍ନଚିରା ନଦୀରେ ପହଁରି ପାରି ହେଉଥିଲେ ବୃଦ୍ଧ । ନଦୀରେ ଭାସିଯାଉଥିବା ସମୟରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ । ତେବେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛ
Download Argus News App
