ଅଧିକ ପଢନ୍ତୁ : ମୃତ ବ୍ୟକ୍ତି ହେଲା ଜୀବିତ , ଅଙ୍ଗଦାନ ବେଳେ ହଠାତ ଖୋଲିଲା ଆଖି
ପରିବାର ଲୋକେ ସମ୍ମତି ପ୍ରଦାନ କରିବା ପରେ ବୁଧବାର ତାଙ୍କ ଶରୀରର ଦୁଇଟି ଅଂଗକୁ ରାଜଧାନୀର ଦୁଇଟି ହସ୍ପିଟାଲ୍କୁ ପଠାଯାଇଥିବା କହିଛନ୍ତି ସମ୍ମମ୍ର ନ୍ୟୁରୋସର୍ଜରୀ ବିଭାଗର ସିନିୟର କନ୍ସଲ୍ଟାଂଟ ଡାକ୍ତର ସୋମନାଥ ଜେନା। ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ୨୦୨୩ ଜୁନ୍ ମାସରେ ସମ୍ମରେ ବ୍ରେନ୍ ଡେଡ୍ ହୋଇଥିବା ବ୍ୟକ୍ତି ପ୍ରସନ୍ଜିତ ମହାନ୍ତିଙ୍କ ଶରୀରରୁ ଏକା ସଂଗେ ୫ ଟି ଅଂଗ ବାହାର କରାଯାଇ କଟକ ସମେତ ରାଜ୍ୟ ବାହାର ନୁଆଦିଲ୍ଲୀ ଓ କୋଲ୍କାତାର ହସ୍ପିଟାଲକୁ ମଧ୍ୟ ପଠାଯାଇ ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇଥିଲା ।