ଅଧିକ ପଢ଼ନ୍ତୁ:ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ସେମାନଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନେ ବର୍ତ୍ତମାନ ସୁସ୍ଥ ଥିବା ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅର୍ଗସ ବ୍ୟୁରୋ: ମର୍ମନ୍ତୁନ୍ଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଚାଲିଗଲା ଚାରି ଗାଈଙ୍କ ଜୀବନ । ଆଜି ଭୋର ସମୟରେ ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଠାରେ 59 ଜାତୀୟ ରାଜପଥର ମୁଖ୍ୟ ରାସ୍ତାରେ ବାଇକ ଓ ଗାଈ ମୁଂହାମୁହିଁ ଧକ୍କା ହୋଇଛନ୍ତି। ଦୁର୍ଘଟଣାସ୍ଥଳ ରେ ଚାରି ଗାଈ ମୃତ୍ୟୁ ବରଣ କରିଥିଲା ବେଳେ ଦୁଇ ଯୁବକ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି।
ଅଧିକ ପଢ଼ନ୍ତୁ:ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ସେମାନଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନେ ବର୍ତ୍ତମାନ ସୁସ୍ଥ ଥିବା ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।