ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
6th Health Update, 9th May

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୨୨୪ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।