Update on newly detected #COVID19 cases in the last
24 hrs under the BMC area on 13th Nov (till 9am) pic.twitter.com/nHvWMKloi6 — BMC (@bmcbbsr) November 13, 2020
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯୦୭୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୮୯ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୭୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।