ରାଜ୍ୟରେ ଆଜି 6215 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ 3604 ଥିବାବେଳେ ଲୋକାଲ କେସ 2611 । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 950 ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ ହୋଇଥିବା ବେଲେ ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୫୧ରେ ପହଞ୍ଚିଛି। ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୩୯,୧୧୭ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।