କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ, ପୁରୀ, ଅନୁଗୁଳ ଭଳି ଜିଲ୍ଲାରେ ପ୍ରଥମ ଡୋଜ 90 ପ୍ରତିଶତରୁ କମ୍ ଟୀକାକରଣ ହୋଇଛି । ତେବେ କେନ୍ଦ୍ର ସରକାରଙ୍କ ଦ୍ୱାରା କରଯାଉଥିବା ମାଗଣା ଟୀକାକରଣକୁ ଆଉ କମ ଦିନ ବାକି ଥିବାରୁ ସମସ୍ତଙ୍କୁ ସେପ୍ଟେମ୍ବର 30 ସୁଦ୍ଧା ତୁରନ୍ତ ବୁଷ୍ଟର ଡୋଜ ନେବା ଲାଗି ଅନୁରୋଧ କରିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ରାଜ୍ୟରେ କୋଭିସିଲ୍ଡ ଟୀକା କମ ରହିଥିବାରୁ କେନ୍ଦ୍ରକୁ ଚିଠି ଲେଖିଛି ସ୍ୱାସ୍ଥ୍ୟବିଭାଗ ।
ଓଡିଶା ଖବର ଆହୁରି ପଢ଼ନ୍ତୁ ।