ଗୁରୁତରମାନେ ସବୁ ଜନ୍ତାରୀ ଗାଁର ବୋଲି ଜଣାପଡିଛି । ଏମାନେ ପଣାସିଆ ଗାଁରୁ ନିଜ ଗାଁକୁ ଫେରିବା ବାଟରେ ଦୁର୍ଘଟଣା ଘଟିଥିଲା । ଆହତମାନଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ।
ଦୁଇ ଅଟୋ ମୁହାଁମୁହିଁ ଧକ୍କା, ୯ ଗୁରୁତର
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
