ଚଳିତ ବର୍ଷ ପ୍ରଥମ କରି ରାଜ୍ୟ ବାହାରେ ରାଞ୍ଚି,ପାଟନା ଓ କୋଲକାତାରେ ପରୀକ୍ଷା କେନ୍ଦ୍ର ହୋଇଥିଲା। ସେହିପରି ରାଜ୍ୟରେ ୨୧ ଟି କେନ୍ଦ୍ର ହୋଇଥିଲା। ବର୍ଦ୍ଧିତ କରୋନା ସଂକ୍ରମଣ ପାଇଁ OJEE ଅନ୍ଲାଇନ ପରୀକ୍ଷା ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ଅର୍ଗସ ବ୍ୟୁରୋ : ମହାମାରୀ କରୋନା ପାଇଁ ସ୍ଥଗିତ ହେଲା OJEE ଅନ୍ଲାଇନ ପରୀକ୍ଷା। ତେବେ ଆସନ୍ତା ମାସରେ ହୋଇପାରେ ଅନଲାଇନରେ OJEE ପରୀକ୍ଷା। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। OJEE ଅନ୍ଲାଇନ ପରୀକ୍ଷା ସେପ୍ଟେମ୍ୱର ୯ରୁ ୧୫ ତାରିଖ ଯାଏଁ ହେବା ପାଇଁ ସ୍ଥିର ହୋଇଥିଲା।
ଚଳିତ ବର୍ଷ ପ୍ରଥମ କରି ରାଜ୍ୟ ବାହାରେ ରାଞ୍ଚି,ପାଟନା ଓ କୋଲକାତାରେ ପରୀକ୍ଷା କେନ୍ଦ୍ର ହୋଇଥିଲା। ସେହିପରି ରାଜ୍ୟରେ ୨୧ ଟି କେନ୍ଦ୍ର ହୋଇଥିଲା। ବର୍ଦ୍ଧିତ କରୋନା ସଂକ୍ରମଣ ପାଇଁ OJEE ଅନ୍ଲାଇନ ପରୀକ୍ଷା ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି