ପୁରାଣ ଅନୁଯାୟୀ, ଦକ୍ଷ ରାଜାଙ୍କ ଯଜ୍ଞକୁଣ୍ଡ ଭାବରେ ପରିଚିତ ଏହି ସ୍ଥାନ ମକର ସଂକ୍ରାନ୍ତିରେ ଏକ ସ୍ବତନ୍ତ୍ର ମାହାତ୍ମ୍ୟ ରହିଛି । ଏହି ଦିନ ଅର୍ଦ୍ଧରାତ୍ରିରୁ ବନ୍ଧ୍ୟାନାରୀ ମହାଦେବ ହଟକେଶ୍ବରଙ୍କଠାରେ ମାନସିକ କରି କୁଣ୍ଡରୁ ଗୁଆଖୋଜି ସେବନ କଲେ ବନ୍ଧ୍ୟା ଦୋଷ ହରଣ ହୁଏ ବୋଲି ବିଶ୍ୱାସ ରହିଛି । ସେହିପରି ଏହି ପାଣିରେ ଗାଧୋଇଲେ ଚର୍ମରୋଗ ଭଲ ହୋଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଶ୍ରଦ୍ଧାଳୁମାନେ ବହୁ ସଂଖ୍ୟାରେ ବୁଡ ପକାଇବାକୁ ଆସିଥାନ୍ତି ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।