ଅଧିକ ପଢନ୍ତୁ : ୬ ମାସ ପୁଅର ତଣ୍ଟି କାଟିଲା ମାଆ
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପୋଲସରା ଏନଏସି ବଜାର ସାହି ଛକ ନିକଟ ଏକ ଘରୁ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି l ମୃତ ବ୍ୟକ୍ତି ହେମନ୍ତ କନକ ଗୋହି ଓରଫ ଟିନିଆ ହୋଇଥିବା ଜଣାପଡିଛି l ଗତ ରାତିରେ ହେମନ୍ତ ନିଜ ଭଡା ଘରେ ରହିଥିବା ସମୟରେ କେହି ତାଙ୍କ ମୁଣ୍ଡକୁ ଛୁରୀ ଆକ୍ରମଣକରି ହତ୍ୟା କରିଥିବା ଅନୁମାନ କରାଯାଉଛି l ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲସରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l
ଅଧିକ ପଢନ୍ତୁ : ୬ ମାସ ପୁଅର ତଣ୍ଟି କାଟିଲା ମାଆ
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର