ଜଳଖିଆ ଦୋକାନୀ ସୁରକ୍ଷିତ ଭାବେ ବାହାରକୁ ଚାଲି ଆସିଥିଲେ। ପରେ ଏହି ନିଆଁ ପାଖରେ ଥିବା ଅନ୍ୟ ୨ଟି ଦୋକାନକୁ ବ୍ୟାପି ଯାଇଥିଲା। ତେବେ ଏହି ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ଜଳଖିଆ ଦୋକାନ ଚୁଲାରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବର ପାଇ ଅଗ୍ନିଶମ ବିଭାଗର ୩ ଟି ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ଅଧିକ ପଢନ୍ତୁ ଓଡ଼ିଶା ଖବର