ସେହିପରି ସୁକତେଲ ପ୍ରକଳ୍ପ ସମୀକ୍ଷାର ମଧ୍ୟ କରାଯାଇଛି। ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ବତନ ମୁଖ୍ୟ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ, 5ଟି ସଚିବ ଭି.କେ. ପଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ପ୍ରମୁଖ ଏହି ଗସ୍ତରେ ଅଛନ୍ତି।
ନୃସିଂହନାଥ ଓ ହରିଶଙ୍କର ମନ୍ଦିର ପରିଦର୍ଶନ କଲେ ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ମଧ୍ୟରେ ସେ ବଲାଙ୍ଗୀରର ନୃସିଂହନାଥ ମନ୍ଦିର ଓ ହରିଶଙ୍କର ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମନ୍ଦିର ଚତୁର୍ପାର୍ଶ୍ୱ ବୁଲି ଦେଖିବା ସହ ଏହାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।
Download Argus News App
