ଗତକାଲି ଅପରାହ୍ନରେ ଜେଲ୍ ପାଇଖାନା ଟାଙ୍କି ସହ ସଂଯୋଗ କରିଥିବା ଏକ ପାଇପ୍ ସାହାଯ୍ୟରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଜେଲ୍ ୱାର୍ଡରମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟର ଭେଷଜ ୱାର୍ଡରେ ଭିର୍ତ୍ତି କରିଥିଲେ। ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରୁ ତାଙ୍କୁ ସନ୍ଧ୍ୟାରେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଗତକାଲି ବିଳମ୍ବତ ରାତ୍ରୀରେ ଅଜୟଙ୍କ ମୃତ୍ୟୁ ହୋଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର