ତେବେ କେଉଁ କାରଣରୁ ଗାଡ଼ିରେ ନିଆଁ ଲାଗିଲା ଓ ଘଟଣା କେତେବେଳେ ଘଟିଛି । ଗାଡିରେ କିଏ ଗଜେଂଇ ଚାଲଣ କରୁଥିଲା, ତାହା ଜଣାପଡି ନାହିଁ । ଘଟଣା ସ୍ଥଳରେ ମନମୁଣ୍ଡା ପୋଲିସ ପହଚିଂ ତଦନ୍ତ ଆରମ୍ଭ କରିଛି ।
ବୌଦ୍ଧ: ଗଞ୍ଜେଇ ଭର୍ତ୍ତି ଗାଡିରେ ଲାଗିଲା ନିଆଁ । ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା କଣ୍ଟାମାଳ ରାସ୍ତା କପାସିରା ଛକ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।
ତେବେ କେଉଁ କାରଣରୁ ଗାଡ଼ିରେ ନିଆଁ ଲାଗିଲା ଓ ଘଟଣା କେତେବେଳେ ଘଟିଛି । ଗାଡିରେ କିଏ ଗଜେଂଇ ଚାଲଣ କରୁଥିଲା, ତାହା ଜଣାପଡି ନାହିଁ । ଘଟଣା ସ୍ଥଳରେ ମନମୁଣ୍ଡା ପୋଲିସ ପହଚିଂ ତଦନ୍ତ ଆରମ୍ଭ କରିଛି ।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି