ସ୍ଵାଧୀନତା ଦିବସ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି କମ୍ୟୁସିନରେଟ ପୋଲିସ
କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ସମ୍ବଲପୁର: କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । କୁଚିଣ୍ଡା ଥାନା ବାମଣ୍ଡା ଗଡ଼ ଗ୍ରାମରେ ପାରିବାରିକ କଳହକୁ ନେଇ ଅରକ୍ଷିତ ପ୍ରଧାନ ଙ୍କସ୍ତ୍ରୀ ବିଶାଖାପ୍ରଧାନ ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଫଳରେ ଶରୀରର ପ୍ରାୟ ୭୦-୮୦ ଭାଗ ପୋଡ଼ିଯାଇଥିବାରୁ କୁଚିଣ୍ଡା ଡାକ୍ତର ଖାନାରୁ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି ।
ସୂଚନାନୁଯାଇ, ସ୍ୱାମୀ- ସ୍ତ୍ରୀ ମଧ୍ୟରେ କୋଣସି କାରଣକୁ ନେଇ ଝଗଡା ହୋଇଥିଲା । ଏନେଇ ମହିଳାଜଣଙ୍କ ଉତ୍ୟକ୍ତ ହୋଇ ନିଜ ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଏନେଇ କୁଚିଣ୍ଡା ପୋଲିସ ଏକ ମାମଲା ରୁଜୁକରି ସ୍ୱାମୀକୁ ଅଟକ ରଖିବା ସହ ଘଟଣାର ତଦନ୍ତ ଚଳାଇଛି ।
ଫ୍ୟାନରେ ଝୁଲି ଛାତ୍ରଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ : ପାହାଳ ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ସ୍ଥିତ ସିନର୍ଜୀ ବୈଶୟିକ ଶିକ୍ଷା ଅନୁଷ୍ଠାନରେ ଜଣେ ଛାତ୍ରର ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ହେଲେ ମାଲକାନଗିରି ଜିଲ୍ଲା ବାଲିମେଳା ଥାନା ଅନ୍ତର୍ଗତ କୁଡୁମୁଲୁଗୁମା ଗ୍ରାମର ସାହିଲ ରାଜ୍ ବେନୀୟା । ସାହିଲ୍ ଏହି ଶିକ୍ଷା ଅନୁଷ୍ଠାନରେ ବିଟେକ କମ୍ପ୍ୟୁଟର ବିଜ୍ଞାନ ପାଠ୍ୟ କ୍ରମର ଦ୍ବିତୀୟ ବର୍ଷର ଛାତ୍ର ଥିଲେ
Download Argus News App
