ଆହୁରି ପଢନ୍ତୁ ଓଡିଶା ଖବର...
ମୟୂରଭଞ୍ଜ: ନିଶା ଖାଇ ନିଜ ଘର ଜାଳିଦେଲା ଜଣେ ଯୁବକ । ଜଣେ ନିଶାସକ୍ତ ଯୁବକ ଏପରି ଉନ୍ମୁକ୍ତ କାଣ୍ଡ ରଚିଛି । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ସହରସାହି ଗ୍ରାମରେ । ଗ୍ରାମର କଟିଆ ଦେହୁରୀ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ । ଆଉ ନିଶାସକ୍ତ ଅବସ୍ଥାରେ ଘଟାଇ ବସିଲେ ଅମାନବୀୟକାଣ୍ଡ । ନିଜ ଘରେ ନିଜେ ଲଗାଇଦେଲେ ନିଆଁ ।
ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର