ବସରେ ୨୦ରୁ ଅଧିକ ଶ୍ରମିକ ରହିଥିବାବେଳେ ଗୁରୁତର ଡ୍ରାଇଭର ସହ ଆହତମାନଙ୍କୁ ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ମୟୂରଭଞ୍ଜ: ବାଙ୍ଗିରିପୋଷି ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା । ଅନୁଗୁଳରୁ ମୂର୍ସିଦାବାଦ୍ ଯାଉଥିବା ଏକ ଘରୋଇ ବସ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି ।
ବସରେ ୨୦ରୁ ଅଧିକ ଶ୍ରମିକ ରହିଥିବାବେଳେ ଗୁରୁତର ଡ୍ରାଇଭର ସହ ଆହତମାନଙ୍କୁ ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର