ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି l ଅଘଟଣ ଘଟିବା ପରେ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା l ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି lମୃତକ ଦ୍ବୟ ହେଲେ ଗଞ୍ଜାମ ଜିଲ୍ଲା ତିରିସିଂହ ଗାଁ ରାମେଶ୍ୱର ଦିହୁଡ଼ି ଏବଂ ବଡ଼ମ୍ବା ନରସିଂହପୁରର ପ୍ରମୋଦ ମହାରଣା l ପ୍ରକୃତ କାରଣ ଏଯାବତ ସ୍ପଷ୍ଟ ହୋଇନାହିଁ l ଓଡଗାଁ ପୋଲିସ ଏ ନେଇ ତଦନ୍ତ ଆରମ୍ଭ କରିଛି l
ଓଡିଶା ଖବର ଆହୁରି ପଢନ୍ତୁ