କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଅମିତ ଶାହଙ୍କ କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜଗତସିଂହପୁର ଲୋକସଭା ଆସନର ସାଂସଦ ପ୍ରାର୍ଥୀ ବିଭୁ ତରାଇ, ନିମାପଡ଼ା ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡ଼ା, ବିଜେଡି ଛାଡି ବିଜେପିର ସାମିଲ ହୋଇଥିବା ସମୀର ରଞ୍ଜନ ଦାଶ, ଅନ୍ୟନେତାମାନେ ଯୋଗଦେବେ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମଧ୍ୟ ଓଡିଶା ଗସ୍ତରେ ଆସି ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡାରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।
ଆହୁରି ପଢନ୍ତୁ ରାଜନୀତି ଖବର...