ଝଗଡା ସମୟରେ ଏକ ଠେଙ୍ଗାରେ ଅକୃର ଦେବକି ଙ୍କ ମୁଣ୍ଡକୁ ଶକ୍ତ ପାହାର ଦେଇଥିଲେ, ଏହି ସମୟରେ ଦେବକୀ ଙ୍କ ପୁଅ ନବଘନ ବାହାରି ଆସି ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଠେଙ୍ଗାରେ ନିସ୍ତୁକ ମାଡ ମାରିଥିଲେ ଅକୃର।ଉଭୟ ମା ଓ ପୁଅଙ୍କୁ ଗାଁ ଲୋକେ ଆଣି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଖବରପାଇ ପୋଲିସ୍ ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର