ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ଵର: ରାଜ୍ୟରେ ଆଜି ମୋଟ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୩ ଲକ୍ଷ ୩୩ ହଜାର ୪୫୧ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛନ୍ତି।
ସୁନ୍ଦରଗଡରୁ ସର୍ବାଧିକ ୨୬ ଜଣ ସୁସ୍ଥ ହୋଇଥିବା ବେଳେ, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ପୁରୀରୁ ୮, କଟକରୁ ୬, ଯାଜପୁରରୁ ୬, ସମ୍ବଲପୁରରୁ ୬, ବଲାଙ୍ଗୀରିରୁ ୫, ମୟୂରଭଞ୍ଜରୁ ୪, ଦେବଗଡ଼ରୁ ୩, ଗଜପତିରୁ ୩, ଝାରସୁଗୁଡ଼ାରୁ ୩, ବରଗଡରୁ ୨, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ରାୟଗଡ଼ାରୁ ୨, ନୂଆପଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।