ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୪୬ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୬୨୮, ଅନୁଗୁଳରୁ ୫୨୮, ଝାରସୁଗୁଡ଼ାରୁ ୪୫୮, କଟକରୁ ୪୪୪, ପୁରୀରୁ ୪୩୪, ନୂଆପଡ଼ାରୁ ୪୦୪, ସମ୍ବଲପୁରରୁ ୩୮୧, ବରଗଡ଼ରୁ ୩୬୩, ବଲାଙ୍ଗୀରରୁ ୩୨୪, ନବରଙ୍ଗପୁରରୁ ୩୧୮ ଓ ବାଲେଶ୍ୱରରୁ ୩୦୧, ଗଞ୍ଜାମରୁ ୨୯୦, ଯାଜପୁରରୁ ୨୭୪, ମୟୂରଭଞ୍ଜରୁ ୨୪୩, କଳାହାଣ୍ଡିରୁ ୨୩୫, ନୟାଗଡ଼ରୁ ୨୦୬ , ବୌଦ୍ଧରୁ ୧୯୯, ଜଗତସିଂହପୁରରୁ ୧୭୨, କେନ୍ଦୁଝରରୁ ୧୬୭, ସୁବର୍ଣ୍ଣପୁରରୁ ୧୪୦, ରାୟଗଡ଼ାରୁ ୧୩୨, କେନ୍ଦ୍ରାପଡ଼ାରୁ ୧୨୦, କୋରାପୁଟରୁ ୧୧୯, ଗଜପତିରୁ ୧୦୯, ମାଲକାନଗିରିରୁ ୭୨, ଦେବଗଡ଼ରୁ ୬୭, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭, କନ୍ଧମାଳରୁ ୪୩ ଓ ଷ୍ଟେଟପୁଲରୁ ୨୩୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଆଜି ମୋଟ ୮୬୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ
Download Argus News App
