ଖୋର୍ଦ୍ଧାରୁ ସର୍ବାଧିକ ୧୭୮୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୧୦୦, କଟକରୁ ୮୨୩, ବରଗଡରୁ ୫୦୬, ସମ୍ବଲପୁରରୁ ୪୨୫, ନବରଙ୍ଗପୁରରୁ ୪୧୨, ଝାରସୁଗୁଡାରୁ ୪୦୭, ଅନୁଗୁଳରୁ ୩୯୩, ନୂଆପଡାରୁ ୩୮୫, କଳାହାଣ୍ଡିରୁ ୩୭୩, ପୁରୀରୁ ୩୦୪, ଯାଜପୁରରୁ ୨୩୧, ନୟାଗଡରୁ୨୨୬, ଭଦ୍ରକରୁ ୨୦୬, ମୟୂରଭଞ୍ଜରୁ ୧୯୯, ବଲାଙ୍ଗିରରୁ୧୯୫, କେଉଁଝରରୁ ୧୬୧, ରାୟଗଡାରୁ ୧୫୦, ଜଗତସିଂହପୁରରୁ ୧୪୫, କେନ୍ଦ୍ରାପଡାରୁ ୧୩୨, ବାଲେଶ୍ୱରରୁ ୧୨୫, ସୋନପୁରରୁ୧୨୩, ଗଜପତିରୁ ୧୧୮, ଗଞ୍ଜାମରୁ ୧୧୪, କୋରାପୁଟରୁ ୮୯, କନ୍ଧମାଳରୁ ୬୮, ମାଲକାନାଗିରିରୁ ୪୩, ଢେଙ୍କାନାଳରୁ ୪୨, ବୌଦ୍ଧରୁ ୩୭, ଦେବଗଡରୁ ୨୭ ଓ ଷ୍ଟେଟପୁଲରୁ ୩୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଆଜି ମୋଟ ୯୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
