ସତର୍କତାର ସହ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରିବାକୁ ନିର୍ଦ୍ଦେଶ ।କଣ୍ଟେନମେଣ୍ଟ ଜୋନର ନିଷ୍ପତ୍ତି ନେବେ ଜିଲ୍ଲାପାଳ ଓ ମ୍ୟୁନିସିପାଲିଟି କମିଶନ ।
ସତର୍କତାର ସହ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରିବାକୁ ନିର୍ଦ୍ଦେଶ । କଣ୍ଟେନମେଣ୍ଟ ଜୋନରୁ କେହି ବାହାରି ପାରିବେନି । ଟେଷ୍ଟିଂ, ଟ୍ରାକିଂ ଏବଂ ଟ୍ରିଟମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ । ଘରକୁ ଘର ସର୍ଭେ ହେବ ।
ଯଥା ସମ୍ଭବ ଅଧିକ RTPCR ଟେଷ୍ଟ କରିବାକୁ ନିର୍ଦ୍ଦେଶ । ମାସ୍କ, ସାନିଟାଇଜର ବ୍ୟବହାର କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ । ସାମାଜିକ, ରାଜନୈତିକ ଓ ଧାର୍ମିକ ସମାବେଶରେ ସର୍ବାଧିକ 2 ଶହ ଲୋକଙ୍କୁ ଅନୁମତି । ନୂଆ ଗାଇଡଲାଇନ ଏପ୍ରିଲ ଆଜିଠୁ 30 ପର୍ଯ୍ୟନ୍ତ ଲାଗୁ ।