ଶ୍ରୀ ମୁଣ୍ଡା ଆସନ୍ତା କାଲି ମଧ୍ୟାହ୍ନ ୧୨.୦୫ରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବେ । ଅପରାହ୍ନ ୪ଟାରେ ଭୁବନେଶ୍ୱରସ୍ଥିତ ହୋଟେଲ ନିୟୁ ମାରିୟନଠାରେ ଆୟୋଜିତ ହେବାକୁ ଥିବା “ବଜେଟ୍ ଆଲୋଚନା ଚକ୍ର” କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଏହି କାର୍ଯ୍ୟକ୍ରମରେ ରାଜ୍ୟର ଅର୍ଥନୀତିଜ୍ଞ, ସାମ୍ବାଦିକ, ସମାଜିକ କର୍ମୀ, ବ୍ୟବସାୟୀ ପ୍ରତିନିଧି ଏବଂ ସମାଜର ପ୍ରବୁଦ୍ଧ ବର୍ଗର ବୁଦ୍ଧିଜୀବୀମାନେ ଉପସ୍ଥିତ ରହିବେ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଅବସରପ୍ରାପ୍ତ ପ୍ରଶାସକ ଶ୍ରୀ ସୁଦର୍ଶନ ନାୟକ ସୁଚନା ଦେଇଛନ୍ତି ।
ରାଜନୀତି ଖବର ଆହୁରି ପଢନ୍ତୁ ।