ତେବେ ଗଞ୍ଜାମରୁ ସର୍ବାଧିକ ୧୬୦, ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡ଼ରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୁଳରୁ ୧୭, କନ୍ଧମାଳରୁ ୧୭, ଜଗତସିଂହପୁରରୁ ୧୪, ସମ୍ବଲପୁରରୁ ୧୪, ମୟୁରଭଞ୍ଜରୁ ୧୨, ରାୟଗଡ଼ାରୁ୧୨, ସୁନ୍ଦରଗଡ଼ରୁ ୧୨, ବାଲେଶ୍ୱରରୁ ୧୦, ଝାରସୁଗୁଡ଼ାରୁ ୯, କେନ୍ଦ୍ରାପଡ଼ାରୁ ୯, ପୁରୀରୁ ୯, ଢ଼େଙ୍କାନାଳରୁ ୮, ଯାଜପୁରରୁ ୭, ବଲାଙ୍ଗୀରରୁ ୬, ବୌଦ୍ଧରୁ ୫, ଦେଓଗଡ଼ରୁ ୩, ନବରଙ୍ଗପୁରରୁ ୨, କୋରାପୁଟ ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।