ଆଡପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ।
ଆଜି ପୁଣି 1734 କରୋନା ପଜିଟିଭ୍ ଚିହ୍ନଟ

ଅର୍ଗସ ବ୍ୟୁରୋ : ରାଜ୍ୟରେ ହୁ ହୁ ହୋଇ ମାଡ଼ି ଚାଲିଛି ମହାମାରୀ କରୋନା ଭୂତାଣୁ। ଆଜି ପୁଣି 1734 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 1075 ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ 659 ଜଣ ସ୍ଥାନୀୟ ସଂକ୍ରମିତ। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫ ହଜାର୯୨୭ କୁ ବୃଦ୍ଧି ପାଇଛି ।
ଆଜିଠୁ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ରାଜନୀତିରେ ଆଜି ଗୁରୁତ୍ଵପୂର୍ଣ୍ଣ ଦିନ । ଆଜିଠୁ ଦୁଇ ଦିନିଆ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଗୃହରେ ସଂଖ୍ୟା ଗରିଷ୍ଠତା ସାବ୍ୟସ୍ତ କରିବେ ସିନ୍ଦେ । ସଂଖ୍ୟା ଗରିଷ୍ଠତା ହାସଲ ପରେ ସିନ୍ଦେ ଅଢେଇ ବର୍ଷ ମୁଖ୍ୟମନ୍ତ୍ରୀ ପଦରେ ରହିବେ । ବିଜେପି ଓ ସିନ୍ଦେ ମେଣ୍ଟ ପକ୍ଷରୁ ବିଜେପି ବିଧାୟକ ରାହୁ
Download Argus News App
