ସୂଚନାନୁଯାୟୀ, ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ 5, ଭୁବନେଶ୍ଵରରୁ 2, ଖୋର୍ଦ୍ଧାରୁ 1, ଗଜପତିରୁ 1, ସୁନ୍ଦରଗଡ଼ରୁ ଜଣେ ରହିଛନ୍ତି। ଆଜି ରାଜ୍ୟରେ ପୁଣି 1602 କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 993 କ୍ଵାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ 609 ସ୍ଥାନୀୟ ସଂକ୍ରମିତ।
ଅର୍ଗସ ବ୍ୟୁରୋ : ରାଜ୍ୟରେ ପୁଣି 10 ଜଣଙ୍କ ମୁଣ୍ଡ ନେଲା ମହାମରୀ କରୋନା ଭୂତାଣୁ। ଏହି କ୍ରମରେ ରାଜ୍ୟରେ ମୃତକଙ୍କ ସଂଖ୍ୟା 187କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାନୁଯାୟୀ, ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ 5, ଭୁବନେଶ୍ଵରରୁ 2, ଖୋର୍ଦ୍ଧାରୁ 1, ଗଜପତିରୁ 1, ସୁନ୍ଦରଗଡ଼ରୁ ଜଣେ ରହିଛନ୍ତି। ଆଜି ରାଜ୍ୟରେ ପୁଣି 1602 କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 993 କ୍ଵାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ 609 ସ୍ଥାନୀୟ ସଂକ୍ରମିତ।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି