ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଜଗତସିଂହପୁର ଜିଲ୍ଲାୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।