କିଛି ଦିନ ପୂର୍ବରୁ ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ ହୋଇଥିଲା। ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଗତ ୪ ତାରିଖରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଇସ୍ତଫା ଦେଇଥିଲେ ।
ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ ଆରୁଖ

ଅର୍ଗସ ବ୍ୟୁରୋ: ବାଚସ୍ପତି ପଦ ପାଇଁ ବିଜେଡି ପକ୍ଷରୁ ପାର୍ଥିପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ। ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ବାଚସ୍ପତି ପ୍ରାର୍ଥୀ। ଆସନ୍ତା ୧୩ ତାରିଖରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ସେହିଦିନ ଶପଥ ନେବେ ନୂଆ ବାଚସ୍ପତି।
ଆଜିଠୁ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ରାଜନୀତିରେ ଆଜି ଗୁରୁତ୍ଵପୂର୍ଣ୍ଣ ଦିନ । ଆଜିଠୁ ଦୁଇ ଦିନିଆ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଗୃହରେ ସଂଖ୍ୟା ଗରିଷ୍ଠତା ସାବ୍ୟସ୍ତ କରିବେ ସିନ୍ଦେ । ସଂଖ୍ୟା ଗରିଷ୍ଠତା ହାସଲ ପରେ ସିନ୍ଦେ ଅଢେଇ ବର୍ଷ ମୁଖ୍ୟମନ୍ତ୍ରୀ ପଦରେ ରହିବେ । ବିଜେପି ଓ ସିନ୍ଦେ ମେଣ୍ଟ ପକ୍ଷରୁ ବିଜେପି ବିଧାୟକ ରାହୁ
Download Argus News App
