ଶ୍ରମିକଙ୍କୁ ଓଡ଼ିଶା ଫେରାଇ ଆଣିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାଂସଦ ସସ୍ମିତ ପାତ୍ର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ଚିଠି ଲେଖିଥିଲେ । ଏଯାଏ ଶ୍ରମିକଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା ହୋଇ ନଥିବାରୁ ବାହାରିନ ଓଡ଼ିଆ ସମାଜର ପ୍ରତିଷ୍ଠାତା ଡକ୍ଟର ଅରୁଣ କୁମାର ପ୍ରହରାଜଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି ଶ୍ରମିକ ମାନେ । ଖୁବଶୀଘ୍ର ଓଡ଼ଆ ଶ୍ରମିକଙ୍କୁ ଉଦ୍ଧାର କରିବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିଦେବନ କରିଛନ୍ତି ଡକ୍ଟର ଅରୁଣ ପ୍ରହରାଜ ।
ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରିବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିବେଦନ କଲେ ଅରୁଣ ପ୍ରହରାଜ

ଅର୍ଗସ ବ୍ୟୁରୋ: ବାହାରିନରେ ଫସିଥିବା ଓଡ଼ିଆ ଶ୍ରମିକଙ୍କ ଆକୁଳ ନିବେଦନ । ଉଦ୍ଧାର ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିଦେବନ କରିଛନ୍ତି ଓଡ଼ିଆ ଶ୍ରମିକ । ସେପ୍ଟେମ୍ବର ୩୦ ସୁଦ୍ଧା ଉଦ୍ଧାର ପାଇଁ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିଶ୍ରୁତି ମିଳିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାର ବ୍ୟବସ୍ଥା ହୋଇନି ।
Download Argus News App
