ଆସନ୍ତା 24 ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ । ବିଧାୟକମାନେ ନିଜ ନିଜ ଆସନରେ ବସିବେ । ପ୍ରେସ୍ ଗ୍ୟାଲେରୀରେ ମିଡିଆଙ୍କୁ ଅନୁମତି ମିଳିବ । ଲିଖିତ ଭାବେ ଜଣାଇଲେ ସେମାନଙ୍କୁ ଭିଡିଓ କନଫରେନ୍ସ ମାଧ୍ୟମରେ ବିଧାନସଭାରେ ଯୋଗ ଦେଇପାରିବେ । ସକାଳ ସାଢେ 10 ରୁ 1ଟା 30 ଏବଂ ଅପରାହ୍ନ ଅଧିବେଶନରେ 4 ଟାରୁ 7 ପର୍ଯ୍ୟନ୍ତ ବିଧାନସଭା ଚାଲିବ ବୋଲି କହିଛନ୍ତି ବାଚସ୍ପତି ।
କୋଭିଡ କଟକଣା ହଟିଲା, ଏଥର ସ୍ୱାଭାବିକ ଭାବେ ଚାଲିବ ବିଧାନସଭା
Download Argus News App
