ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ଟିମ୍ କରୁଛି ଚଢ଼ାଉ । ବାଲେଶ୍ବର, ସୋର, ଭଦ୍ରକ ସମେତ ଏକକାଳୀନ 5ଟି ସ୍ଥାନରେ ଚଢାଉନେଇ ସୂଚନା ମିଳିଛି । ଚଢ଼ାଉ ଟିମରେ ଜଣେ ଅତିରିକ୍ତ ଏସପି, ୪ ଜଣ ଡିଏସପି ଓ ୪ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ ।
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାଲେଶ୍ୱର: ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲ୍ଲା ସୋର ଆରଡବ୍ଲୁ ସେକ୍ସନ ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ । ପ୍ରମୋଦ ବେହୁରିଆଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ ହୋଇଛି ।
Download Argus News App
