ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ, ଘଟଣା ସ୍ଥଳରେ ସିଂଲା ପୋଲିସ, ବସ୍ତା ଏସଡିପିଓ ପହଞ୍ଚି ଲୋକଙ୍କୁ ବୁଝା ସୁଝା କରୁଛନ୍ତି । ସ୍ଥାନୀୟ ଅଞ୍ଚଳରେ ବେଆଇନ ଭାବେ ବାଲିଚାଲଣ ହେଉଥିବା ବେଳେ ଅନେକ ସମୟରେ ଏଭଳି ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି।
ଚଢ଼ିଗଲା ବାଲି ବୋଝେଇ ଟ୍ରାକ୍ଟର; ମହିଳା ମୃତ, ଦୁଇ ଗୁରୁତର
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
