ଅଧିକ ପଢନ୍ତୁ ଓଡ଼ିଶା ଖବର
ମୋଟ ୯୬ଜଣ ଏସସିବିରୁ ଡିସଚାର୍ଜ ହୋଇଛନ୍ତି । ଗତକାଲି ୮ଜଣ ଆହତ ଡିସଚାର୍ଜଙ୍କ ମଧ୍ୟରୁ ପଶ୍ଚିମବଙ୍ଗର ୪ଜଣ, ଓଡ଼ିଶାର ୩ଜଣ ଏବଂ ବିହାରର ଜଣେ ଡିସଚାର୍ଜ ହୋଇଥିବା ଏସସିବି ପକ୍ଷରୁ ସୂଚନା ଦିଆଯାଇଛି ।
ଅର୍ଗସ ବ୍ୟୁରୋ : ବାହାନଗା ଟ୍ରାଜେଡି । ଏସସିବି ମେଡ଼ିକାଲରେ ଏବେ ୧୧୧ ଜଣ ଗୁରୁତର ଆହତ ଚିକିତ୍ସିତ ହେଉଛନ୍ତି । ସେଥିମଧ୍ୟରୁ ଆଇସିୟୁରେରେ ୨୦ଜଣ ଅଛନ୍ତି । ଆଇସିୟୁରେ ଭର୍ତ୍ତି ହୋଇଥିବା ଜଣେ ଗୁରୁତରଙ୍କ ପରିଚୟ ମିଳିଛି । ସେ ଝାରଖଣ୍ଡ ଅଞ୍ଚଳର ବୋଲି ଜଣାପଡିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ମୋଟ ୯୬ଜଣ ଏସସିବିରୁ ଡିସଚାର୍ଜ ହୋଇଛନ୍ତି । ଗତକାଲି ୮ଜଣ ଆହତ ଡିସଚାର୍ଜଙ୍କ ମଧ୍ୟରୁ ପଶ୍ଚିମବଙ୍ଗର ୪ଜଣ, ଓଡ଼ିଶାର ୩ଜଣ ଏବଂ ବିହାରର ଜଣେ ଡିସଚାର୍ଜ ହୋଇଥିବା ଏସସିବି ପକ୍ଷରୁ ସୂଚନା ଦିଆଯାଇଛି ।
ଅର୍ଗସ ବ୍ୟୁରୋ: ମାହାଙ୍ଗା କୂଆଁପାଳର ଏ ଦୃଶ୍ୟ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ନ୍ୟାୟ ପାଇଁ ଲଡେଇ ପରିବାରର ସଦସ୍ୟ ଦିଲୀପ ସାହୁ ଓ ସ୍ଥାନୀୟ ବାସିନ୍ଦା ରାମଚନ୍ଦ୍ର ବେହେରାଙ୍କୁ ଗୋଡାଇ ଗୋଡାଇ ପିଟିଲେ ପ୍ରତାପ ଜେନାଙ୍କ ଗୁଣ୍ଡା, ତାହା ପୁଣି ପୋଲିସ ଉପସ୍ଥିତିରେ। ଭିଜୁଆଲରେ ଜଳ ଜଳ ହୋଇ ଦିଶୁଛି କିଭଳି ମାଡ ମାରୁଛନ୍ତି ରାମଚନ୍ଦ୍ରଙ୍କୁ। ପ୍ରଶ୍ନ କେତେବେଳେ କାହାକୁ ଅସଦାଚରଣ କଲେ 64 ବର୍ଷର ରାମଚନ୍ଦ୍ର, କେତେବେଳେ ଡକାୟତି କଲେ ଆଉ କେତେବେଳେ କାହାକୁ ହତ୍ୟା ଉଦ୍ୟମ କଲେ, ପ୍ରତାପ ଜେନା ଇସାରାରେ ତାଙ୍କ ନାଁରେ ପୋଲିସ ମିଛ ମାମଲା ରୁଜ୍ଜୁ କରିଥିବା ଅ ଭିଯୋଗ କରିଛନ୍ତି ରାମଚନ୍ଦ୍ର ।
ମାହାଙ୍ଗା ଡବଲ ମର୍ଡର କେସରେ ସନ୍ଦେହ ଘେରରେ ମାହାଙ୍ଗା ପୋଲିସ । ଡବଲ ମର୍ଡର ଅଭିଯୁକ୍ତ କାବୁଆ ସହିତ ପ୍ରତାପ ଜେନା କଥା ହେଉଥିବା ସିଡିଆର ରିପୋର୍ଟ ଥିଲା ପୋଲିସ ପାଖରେ। ହେଲେ ପ୍ରତାପଙ୍କୁ କ୍ଲିନଚିଟ୍ ଦେଇଥିଲା ପୋଲିସ। ଯାହାକୁ ନେଇ ବର୍ତ୍ତମାନର ସାଲେପୁର ଏସଡିପିଓ ତଥା ସେତେବେଳେର ତଦନ୍ତକାରୀ ଅଧିକାରୀ ବିମଳ ବାରିକ ବିବାଦରେ। କାହା ନିର୍ଦ୍ଦଶରେ ପ୍ରତାପଙ୍କୁ କ୍ଲିନଚିଟ୍ ଦେଇଥିଲେ ବିମଳ, କାହିଁକି ବିମଳଙ୍କ ବିରୋଧରେ ହେବନାହିଁ ଆକସନ୍ । ସେପଟେ କୋର୍ଟ ପ୍ରତାପ ଜେନାଙ୍କ ବିରୋଧରେ ଦପା 302 ଲଗାଇଲା ପରେ ବି ଚୁପ୍ ବିଜେଡି। କାହିଁକି ଦଳରୁ ବିଦା ହେଉନାହାନ୍ତି ପ୍ରତାପ ଜେନା ।
ଆହୁରି ପଢନ୍ତୁ ଓଡିଶା ଖବର...