ଖୋର୍ଦ୍ଧା ରୋଡ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପିତ
ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ଏବଂ ଆଇନମନ୍ତ୍ରୀଙ୍କ କୁଶପୁତଳିକା ଦାହ

ବ୍ରହ୍ମପୁର: ପୁରୀ ଜଗନ୍ନାଥ ମନ୍ଦିରରେ ଘଟିଥିବା ବିଭ୍ରାଟ ପାଇଁ ରାଜ୍ୟ ସରକାରଙ୍କ ଅପାରଗତାକୁ ନେଇ ଗଞ୍ଜାମ ଜିଲ୍ଲା ବିଜେପି କର୍ମୀମାନଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀଙ୍କ କୁସ ପୁତଳିକା ଦାହ କରାଯାଇଛି । ବ୍ରହ୍ମପୁର ସ୍ଥିତ ଘୋଷାଣିନୂଆଗାଁରେ ଥିବା ମହାପ୍ରଭୁ ଜଗନ୍ନାଥ ମନ୍ଦିର ପାଖରେ କୁଶପୁତଲିକା ଦାହ କରାଯାଇଥିବା ଜଣାପଡ଼ିଛି । ପୁରୀ ଘଟଣାକୁ ନେଇ ଜିଲ୍ଲା ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କୁ ତୀଵ୍ର ନିନ୍ଦା କରିବା ସହ ବହୁ ମାତ୍ରାରେ ବିଜେପି କର୍ମୀ ଯୋଗ ଦେଇ ଉଭୟଙ୍କ କୁଶପୁତଳିକା ଦାହ କରାଯାଇଛି ।
ମୋଦି ସରକାର ଆସିବା ପରେ ରାଜ୍ୟରେ ଗୃହ କମିଟିକୁ ରେଳ ଅନୁଦାନ ଦାବୀ ପାଇଁ ଦିଲ୍ଲୀ ଯିବାକୁ ପଡ଼ୁନାହିଁ

ଅର୍ଗସ ବ୍ୟୁରୋ : ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ର
Download Argus News App
