ସୂଚନା ମୁତାବକ, ବୁଧବାର ସକାଳ ସାଢେ ୯ଟାରେ ହଠାତ୍ ବାଘୁଆ ମହୁମାଛି ଦଳ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଆକ୍ରମଣ କରିଥିଲେ । ସମସ୍ତ ଗୁରୁତର ଏବଂ ଆହତଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ୫ଜଣ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ହୋଇ ଫେରିଯାଇଛନ୍ତି। ତେବେ ବାଘୁଆ ମହୁମାଛି ଆକ୍ରମଣ ଖବର ପାଇବା ପରେ ଉକ୍ତ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ସୂଚନା ମିଳିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର