ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୬, ୨୩୮ ଜଣ ସୁସ୍ଥ ହୋଇସାରିଛନ୍ତି । ୩୬୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ହଜାର ୫୭ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୧୩୫ ଜଣ ସୁସ୍ଥ ହୋଇ ଫେରିଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 10th June (till 9am). pic.twitter.com/kyoSCgEgI1 — BMC (@bmcbbsr) June 10, 2021