ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜଧାନୀ ପ୍ରତିଷ୍ଠା ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତି, ଶିକ୍ଷା, ସ୍ୱାସ୍ଥ୍ୟସେବା ଠାରୁ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ବରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବା ବୋଲି ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ରାଜଧାନୀ ପ୍ରତିଷ୍ଠା ଦିବସରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ।
Hon'ble Governor congratulates everyone on #CapitalFoundationDay and urged the denizens of Bhubaneswar to make the State capital a clean, prosperous and greener city. '#Bhubaneswar as a city is an amalgamation of rich tradition and progress,' shared the Governor. pic.twitter.com/BRFnuTYLaV — Governor Odisha (@GovernorOdisha) April 13, 2022