ସୁବ୍ରତଙ୍କୁ ଉଦ୍ଧାର କରାଯାଇ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରା ଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କାମାକ୍ଷାନଗର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ବାଇକ ସହ ଧକ୍କା ହେଲା ବାଇକ, ଜଣେ ମୃତ
Download Argus News App
