ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନା କରିବେ ପ୍ରଚାର। ସେପଟେ, ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନ। ଆଜିଠୁ ଆରମ୍ଭ ହେବ ପ୍ରଚାର। ମଇଦାନକୁ ଓହ୍ଲାଇବେ ଷ୍ଟାର ପ୍ରଚାରକ। ଡୋର ଟୁ ଡୋର କ୍ୟାମ୍ପେନିଂ କରି ଭୋଟ ହାଥେଇବାକୁ ଚେଷ୍ଟା କରିବେ ସବୁ ଦଳ। ପ୍ରତି ଘରକୁ ଯାଇ ଲୋକଙ୍କୁ ବୁଝାଇବେ ନେତା ଓ ମନ୍ତ୍ରୀ ।
ଆହୁରି ଅଧିକ ରାଜନୀତି ଖବର ବିଷୟରେ ପଢନ୍ତୁ...
ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଝାରସୁଗୁଡା: ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା। ୪୦ ଜଣିଆ ଷ୍ଟାର ପ୍ରଚାର ଘୋଷଣା କଲା ବିଜେଡି। ଉପ ନିର୍ବାଚନ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟଙ୍କ ନାଁ।
Download Argus News App
