ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଗସ୍ତରର କାର୍ଯ୍ୟସୂଚୀ ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସଠିକ ସୂଚନା ମିଳିପାରିନାହିଁ। ଅନ୍ୟପଟେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଜଣାପଡିଛି।
ରାଜନୀତି ଖବର ଆହୁରି ପଢନ୍ତୁ ।