ନୟାଗଡ଼ ଜିଲ୍ଲାରେ ଦଳୀୟ ଭିତ୍ତିରେ ଆବାସ ଯୋଜନାରେ ଘର ବଣ୍ଟଯାଉଥିବା ଓ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ଦିଆଯାଉଥିବାରୁ ଜିଲ୍ଲାପ୍ରଶାସନ ଏଦିଗରେ ପଦକ୍ଷପେ ନେବାକୁ ବିଜେପି ଦାବି କରିଛି I ଏନେଇ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ଉଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କୁ ବିଜେପି ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି I
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ନୟାଗଡ଼ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ବିଜେପି

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣି ନୟାଗଡ଼ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ବିଜେପି I ବିଜେପି ନେତ୍ରୀ ଇରାନୀ ରାୟଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଆଜି ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି I
Download Argus News App
