ଅଧିକ ପଢନ୍ତୁ : ପୁଣି ଚିଲିକା ମଝିରେ ଫସିଲା ଡଙ୍ଗା, ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଅଧା ବାଟରେ ଅଟକିଲା
ପୁରୀ : ପୁଣି ମଝି ଚିଲିକାରେ ଅଟକିଲା ଯାତ୍ରୀବାହି ଡଙ୍ଗା। ସାମାନ୍ୟ ଯାନ୍ତ୍ରୀକ ତୃଟି ଲାଗି ଅଟକିଥିଲା ଯାତ୍ରୀବାହି ଡଙ୍ଗା। ମହିଁସା ନିକଟରେ ଡଙ୍ଗା ଅଟକି ରହିଛି। ଡଙ୍ଗାରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଏବଂ ୧୦ଗୋଟି ବାଇକ୍ ରହିଥିବା ସୂଚନା।
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର