ଭେଜିଆ ଗାଁ ନିକଟରେ ଥିବା ଏକ ପୋଲ ତଳେ ହତ୍ୟା କରି କେହି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ମୃତଦେହର ଗୋଡ ବନ୍ଧା ଯାଇଥିବା ବେଳେ ଏହା ଅର୍ଦ୍ଧନଗ୍ନ ହୋଇ ପଡିଥିବା ଦେଖିବାକୁ ମିଳିଛି । ତେବେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଜାରି ରଖିଛି ।
ଅର୍ଦ୍ଧନଗ୍ନ ଅବସ୍ଥାରେ ପୋଲ ତଳୁ ମିଳିଲା ବିବାହିତା ମହିଳାଙ୍କ ମୃତଦେହ
Download Argus News App
