କଳାହାଣ୍ଡି: ଆସାମ ତ୍ରିପୁରାରେ କାର୍ଯ୍ୟରତ ଓଡ଼ିଆ BSF ଯବାନ ସହିଦ । ରାତିରେ ଡ୍ୟୁଟିରେ ଥିବାବେଳେ ସାକଳୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡିନାହିଁ । ଯବାନ ଜଣଙ୍କ ହେଉଛନ୍ତି ଈଶ୍ଵର ଚନ୍ଦ୍ର ବେହେରା । ସେ କଳାହାଣ୍ଡି କେସିଙ୍ଗା ଥାନା ବେଲଖଣ୍ଡିର ବୋଲି ଜଣାପଡିଛି ।
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର