ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ତେଜିଲା ରାଜନୀତି !
ବସ୍କୁ ପିଟିଲା ବସ୍, ୭ ଆହତ
କଟକ: ବସ୍କୁ ପିଟିଲା ବସ୍ । ୭ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ମହିଳା ଅଛନ୍ତି । ଦୁଇଟି ଯାକ ବସ୍ ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ପଛ ବସ୍ଟି ଦ୍ରୁତ ଗତିରେ ଆସି ଆଗ ବସ୍ଟିକୁ ପଛରୁ ପିଟି ଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ।
କଟକ ସଦର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ୨ଟି ଯାକ ବସ୍କୁ ଜବତ କରିଛି । ତେବେ ବସ୍ର ଡ୍ରାଇଭର ଓ ହେଲପର୍ଙ୍କ ସମ୍ପର୍କରେ କିଛି ଖବର ମିଳିପାରି ନାହିଁ ।
କ
Download Argus News App
